www.samajalive.in
Monday, December 15, 2025
27.1 C
Bhubaneswar

ବିକଶିତ ଭାରତ ଯୁବ ନେତୃତ୍ବ କାର୍ଯ୍ୟକ୍ରମରେ କଣ୍ଟାବାଞ୍ଜିର ଝିଅ ଚଞ୍ଚଳ ବଂଶଲ୍

କଣ୍ଟାବାଞ୍ଜି: ନୂଆଦିଲ୍ଲୀରେ ଆୟୋଜିତ ବିକଶିତ ଭାରତ ଯୁବ ନେତୃତ୍ଵ କାର୍ଯ୍ୟକ୍ରମରେ ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଝିଅ ଚଞ୍ଚଳ ବଂଶଲ୍ ଯୋଗଦେଇ କଣ୍ଟାବାଞ୍ଜି ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି। ଶହର ଆଜାଦ ବଂଶଲ ଓ ମିନୁ ବଂଶଲଙ୍କ ଝିଅ ଚଞ୍ଚଳ କଣ୍ଟାବାଞ୍ଜି ଭୋକସନାଲ କଲେଜର ଛାତ୍ରୀ। ଏହି କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ର ମନ୍ତ୍ରୀ ଓ ବିଶିଷ୍ଟ ବ୍ୟକ୍ତିମାନଙ୍କୁ ଚଞ୍ଚଳ ବଂଶଲ୍ ସାକ୍ଷାତ କରିଥିଲେ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ଵାରା ପୁରସ୍କୃତ ଓ ସମ୍ମାନୀତ ହୋଇଥିଲେ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories