ଘର ଭିତରେ ଦମ୍ପତି ମୃତ, ପୁଲିସ ତଦନ୍ତ ଆରମ୍ଭ

କଣ୍ଟାବାଞ୍ଜି: ଘର ଭିତରେ ଦମ୍ପତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନ୍ଦ ଘର ଭିତରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି। ମୁରିବାହାଲ ଥାନା ଗୁଡ଼ିଘାଟ ଗାଁରେ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷରେ ଦମ୍ପତିଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି ଏବଂ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ସେମାନଙ୍କ ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ପୁଲିସ ସୂଚନା ଦେଇଛି।
Comments are closed.