www.samajalive.in
Sunday, December 14, 2025
19.1 C
Bhubaneswar

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ଜି. ଆର. ପି. ଫାଣ୍ଡି ଅନ୍ତର୍ଗତ ନୂଆପଡା -ଖରିଆର ରୋଡ ରେଳ ଷ୍ଟେସନ ନିକଟରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଜି. ଆର. ପି ପୋଲିସ ମୃତଦେହ ଉଦ୍ଧାର କରିଥିବା ବେଳେ ତଦନ୍ତ ଜାରି ରଖିଛି । ସୂଚନା ମୁତାବକ ମୃତ ବ୍ୟକ୍ତି ଜଣକଙ୍କ ବୟସ ୩୦ରୁ ୩୫ବର୍ଷ ହେବ । ବୁଧବାର ଜି. ଆର. ପି ପୁଲିସ ନୂଆପଡା ଷ୍ଟେସନ ମାଷ୍ଟରର ମେମୋ ପାଇଁ ମୃତ ଯୁବକଙ୍କ ଶବ ଉଦ୍ଧାର କରି ଶବ ବ୍ୟବଚ୍ଛେଦ କରାଯାଇଛି ।  ଟିଟିଲାଗଡ ଜି. ଆର ପି ଥାନା ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି ।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories