ଟାଙ୍ଗିଆ ଲଗାଇ ଭାଇ-ଭଉଣୀ ଠାରୁ ୭ ଲକ୍ଷ ଲୁଟ୍‌..

କଣ୍ଟାବାଞ୍ଜି : ବେକରେ ଟାଙ୍ଗିଆ ଲଗାଇ ମିନି ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଶୁକ୍ରବାର ଲୁଟ୍‌ ହୋଇଥିବା ନେଇ ଅଭିଯୋଗ ହୋଇଛି । ପ୍ରାୟ ୭ ଲକ୍ଷ ୩୦ ହଜାର ଟଙ୍କା ସହ ଲ୍ୟାପ୍‌ଟପ୍‌ ଓ ବ୍ୟାଙ୍କ ଚେକ୍‌ ଲୁଟି ନେଲେ ଦୁର୍ବୃତ୍ତ। ବ୍ୟାଙ୍କ କର୍ମଚାରୀ ଭାଇ-ଭଉଣୀ ବାଇକ୍‌ରେ ଯିବା ବେଳେ ଏହି ଲୁଟ୍‌ର ଶିକାର ହୋଇଛନ୍ତି । ମୁରିବାହାଲ ଥାନା ପଟ୍ଟାମରା-ହଳଦି ଯିବା ରାସ୍ତାରେ ଲୁଟ୍‌ ହୋଇଥିବା ପୁଲିସ ନିକଟରେ ଅଭିଯୋଗ ହୋଇଛି । ବାଇକ୍‌ରେ ଆସି ୨ରୁ ଅଧିକ ଦୁର୍ବୃତ୍ତ ଲୁଟି ନେଇଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ନଭେମ୍ବର ୧୬ରେ ରାଜଯୋଗ; ଜାଣନ୍ତୁ କେଉଁ ୪ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ମିଳିବ ଧନ, ଚମକିବ ଭାଗ୍ୟ..

Comments are closed.