www.samajalive.in
Saturday, December 6, 2025
19.1 C
Bhubaneswar

ଜଳବନ୍ଦୀରେ ପୋଡାପଦର ସରକାରୀ ବିଦ୍ୟାଳୟ ଓ ଅଙ୍ଗନବାଡି 

କଣ୍ଟାମାଳ  : କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡା ପଞ୍ଚାୟତ ଅନ୍ତର୍ଗତ ପୋଡାପଦର ଗ୍ରାମର ଏକ ପୋଖରୀ ଖନନ ପରେ ବାହାରିଥିବା ମାଟି ଦ୍ୱାରା ବିଦ୍ୟାଳୟ ଓ ଅଙ୍ଗନବାଡି ଜଳବନ୍ଦୀ ହୋଇ ପଡିଥିବା ଦେଖିବାକୁ ମିଳିଛି । ସୂଚନା ପ୍ରକାରେ ପୋଖରୀର ମାଟିକୁ ବିଦ୍ୟାଳୟ ପାଶ୍ୱର୍ରେ ପକାଯିବା ଦ୍ୱାରା ପୋଡାପଦର ସରକାରୀ ବିଦ୍ୟାଳୟ ଏବଂ ଅଙ୍ଗନବାଡି କେନ୍ଦ୍ରରୁ ବର୍ଷା ଜଳ ନିଷ୍କାସିତ ହୋଇ ପାରୁନାହିଁ ଫଳରେ ମୂଖ୍ୟ ରାସ୍ତାରୁ ବିଦ୍ୟାଳୟକୁ ଯାଇଥିବା ରାସ୍ତାରେ ୨/୩ ଫୁଟ ଜଳ ସର୍ବଦା ଜମି ରହୁଥିବା ହେତୁ ଯାତୟାତରେ ସମସ୍ୟା ଦେଖା ଦେଇଛି । ସରକାରୀ ଅର୍ଥରେ ହୋଇଥିବା ଉନ୍ନୟନ କାର୍ଯ୍ୟ ଦ୍ୱାରା ଏଭଳି ସମସ୍ୟା ସୃଷ୍ଟି ହୋଇଥିବା ହେତୁ ଜଳ ନିଷ୍କାସନ ପ୍ରତି ବ୍ଲକ ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ ହେଉଛି ।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories