www.samajalive.in
Monday, December 15, 2025
17.1 C
Bhubaneswar

ହଲରେ ଧମାଲ କରୁଛି ‘କାନ୍ତାରା ଚାପ୍ଟର-୧’

ସମାଜ ଡିଜିଟାଲ ଡେସ୍କ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ରିଲିଜ ହୋଇଛି କାନ୍ତାରା ଚାପ୍ଟର-୧ ଫିଲ୍ମ । ସବୁବେଳେ ସିକ୍ବେଲ୍ ରିଲିଜ୍ ହେଉଥିଲା ବେଳେ ଏହି ସିନେମାରେ ପ୍ରିକ୍ବେଲ୍ ପରଦାକୁ ଆସିଛି । ଦଶହରାରେ ଦୋବ୍ୟାପୀ ସିନେମା ହଲରେ ମୁକ୍ତିଲାଭ କରିଥିବାରୁ ଫ୍ୟାନ୍ସଙ୍କ ଭିଡ ବେଶ ପରିଲିଖିତ ହୋଇଛି । ୨୦୨୨ରେ ରିଲିଥିବା କାନ୍ତାରା ବ୍ଲକବଷ୍ଟର ହୋଇଥିଲା । ଫିଲ୍ମର ନିର୍ଦ୍ଦେଶକ ଓ ଅଭିନେତା ଭାବେ ନଜର ଆସିଛନ୍ତି ରିଷଭ ଶେଟ୍ଟୀ । ପ୍ରଥମ ଶୋ ଦେବା ପରେ ପ୍ରଶଂସକ ମାନେ ଏହାର ଆଲୋଚନା ଖୁବ କରୁଛନ୍ତି । ଫିଲ୍ମର କ୍ଲାଇମ୍ୟାକ୍ସକୁ ଦର୍ଶକ ଅଧିକ ପସନ୍ଦ କରିଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories