www.samajalive.in
Friday, December 5, 2025
26.1 C
Bhubaneswar

ନବୀନ ନିବାସରେ ହାସ୍ୟାଭିନେତା କପିଲ ଶର୍ମା

ଭୁବନେଶ୍ୱର: ହାସ୍ୟାଭିନେତା କପିଲ ଶର୍ମା ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଥିବା ଜଣାପଡିଛି। ପ୍ରାୟ ୧ ମାସରୁ ଅଧିକ ସମୟ ହେବ କପିଳ ଶର୍ମା ଅଭିନେତ୍ରୀ ତଥା ନିର୍ଦ୍ଦେଶିକା ନନ୍ଦିତା ଦାସଙ୍କ ନିର୍ଦ୍ଦେଶନାରେ ଏକ ଚଚ୍ଚଚିତ୍ରର ସୁଟିଂ କରୁଛନ୍ତି ଓ ଏହି ଚଚ୍ଚଚିତ୍ରର ସୁଟିଂ ଭୁବନେଶ୍ୱରରେ ଚାଲିଥିବା ଜଣାପଡିଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ସମୟରେ ନନ୍ଦିତା ଦାସ ମଧ୍ୟ ଉପସ୍ଥିତ ଥିଲେ।

ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ କପିଲ ଶର୍ମା ଜଣେ ଡେଲିଭରୀ ବୟ ଭୂମିକାରେ ଅଭିନୟ କରୁଥିବା ଦେଖିବାକୁ ମିଳିଛି। ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ଫାଇଭ ଟି ସଚିବ ଭି.କେ ପାଣ୍ଡିୟାନ ଉପସ୍ଥିତ ଥିଲେ।

- Advertisement -

Hot this week

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

Related Articles

Popular Categories