www.samajalive.in
Monday, December 8, 2025
24.1 C
Bhubaneswar

ଦୀପାବଳି ସ୍ପେଶାଲ ; କରଞ୍ଜି କାକରା

ଆବଶ୍ୟକ ସାମଗ୍ରୀ
ମଇଦା – ଆବଶ୍ୟକ ପରିମାଣରେ
ସୁଜି – ଅଳ୍ପ
ଘିଅ – ଆବଶ୍ୟକ ପରିମାଣରେ
ନଡ଼ିଆ କୋରା – ଆବଶ୍ୟକ ପରିମାଣରେ
ଚିନି – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ଗୁଜୁରାତି ଗୁଣ୍ଡ – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଏକ ପାତ୍ରରେ ମଇଦା, ସୁଜି, ଘିଅ ଓ ଅଳ୍ପ ପାଣି ମିଶାଇ ଏହାକୁ ଭଲ ଭାବେ ଚକଟି ଦିଅନ୍ତୁ। ଭଲ ଭାବେ ଚକଟିବା ପରେ ଏହାକୁ ଗୋଲ ଆକାରର ଗୁଳା କରନ୍ତୁ। ଏହି ଗୁଳାକୁ ଛୋଟ ପୁରି ଆକାରର ବେଲି ଦିଅନ୍ତୁ। ଏବେ ଗ୍ୟାସରେ କଡେଇ ବସାଇ ନଡ଼ିଆ କୋରା, ଗୁଜୁରାତି ଗୁଣ୍ଡ, ଚିନି ପକାଇ ଭଲ ଭାବେ ଭାଜି ପୁର ପ୍ରସ୍ତୁତ କରନ୍ତୁ। ପୁର ପ୍ରସ୍ତୁତ କରିବା ପରେ ଏକ ପାତ୍ରକୁ କାଢି ଥଣ୍ଡା କରନ୍ତୁ। ଏହାପରେ ବେଲି ଥିବା ପୁରି ମଧ୍ୟରେ ଏହି ପୁରକୁ ଭର୍ତ୍ତି କରି କାକରା ଭଳି ଆକୃତିର କରି ଶେଷ ଭାଗକୁ ମୋଡ଼ି ଦିଅନ୍ତୁ। ଏବେ ଗ୍ୟାସରେ କଡ଼େଇ ବସାଇ ଘିଅ ଗରମ କରି ଏହି କାକରାକୁ ଛାଣନ୍ତୁ। ପ୍ରସ୍ତୁତ ହୋଇଗଲା କରଞ୍ଜି କାକରା।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories