www.samajalive.in
Thursday, November 13, 2025
25.1 C
Bhubaneswar

ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ମଦ୍ୟପ ସ୍ଵାମୀ

କରଞ୍ଜିଆ : ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ମଦ୍ୟପ ସ୍ଵାମୀ। ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅସନକୁଦର ଖଡିଆ ସାହିରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଗତକାଲି ରାତିରେ କୌଣସି କଥାକୁ ନେଇ ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ମଦ୍ୟପ ସ୍ଵାମୀ ନିଜ ସ୍ତ୍ରୀକୁ ଏକ ଟାଙ୍ଗିଆରେ ହାଣି ହତ୍ୟା କରିଥିଲା। ଫଳରେ ଘଟଣାସ୍ଥଳରେ ସ୍ତ୍ରୀର ମୃତ୍ୟୁ ଘଟିଥିଲା। ଖବର ପାଇ ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ମଦ୍ୟପ ସ୍ଵାମୀକୁ ଥାନାରେ ଅଟକ ରଖିବା ସହ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅପରାଜିତା ଯୁଗ୍ମ ସଂସଦୀୟ କମିଟି ଅଧ୍ୟକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ବର, : ସଂସଦରେ ଆଗତ ସମ୍ବିଧାନ ଅଧିନିୟମ (ସଂଶୋଧନ)-୨୦୨୫, ଜମ୍ମୁ ଓ...

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

Related Articles

Popular Categories