www.samajalive.in
Sunday, December 14, 2025
17.1 C
Bhubaneswar

ବନ୍ଧୁକ ଦେଖାଇ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଲୁଟ, ଘଟଣାସ୍ଥଳରେ ପୁଲିସର ଛାନଭିନ

କରଞ୍ଜିଆ: ବନ୍ଧୁକ ଦେଖାଇ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟରୁ ଲୁଟ ହୋଇଥିବା ସୂଚନା ମିଳିଛି। କରଞ୍ଜିଆ ଥାନା ପାଟବିଲ ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ରାଜସ୍ୱ ନିରୀକ୍ଷକଙ୍କ ଠାରୁ ସୁନା ଚେନ ଓ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ରାଜସ୍ୱ ନିରୀକ୍ଷକଙ୍କ କାର୍ଯ୍ୟାଳୟରେ ରାଜସ୍ୱ ନିରୀକ୍ଷକଙ୍କୁ ୨ଜଣ ଦୁର୍ବୁତ୍ତ ଲୁଟିବା ପରେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଆରମ୍ଭ କରିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories