www.samajalive.in
Tuesday, December 9, 2025
16.1 C
Bhubaneswar

ଗଛରେ ପିଟିହେଲା ବାଇକ, ୨ମୃତ

କରଞ୍ଜିଆ: ଗଛରେ ବାଇକ ପିଟିହେବା ଦ୍ବାରେ ୨ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ୫୩ ନମ୍ବର ରାଜ୍ୟ ରାଜପଥର ପାଟବିଲ ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ୨ ଜଣ ବାଇକ ଆରୋହୀ ଦ୍ରୁତଗତିରେ ବାଇକ ଚଳାଇ ଆସୁଥିବାବେଳେ ଭାରସାମ୍ୟ ହରାଇ ସେମାନଙ୍କ ବାଇକ ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ୨ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ ସହ ତଦନ୍ତ ଆରମ୍ଭ କରିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories