www.samajalive.in
Thursday, December 11, 2025
18.1 C
Bhubaneswar

ବିଜେପି ପକ୍ଷରୁ ୬ ଘଣ୍ଟିଆ ଯଶୀପୁର ବନ୍ଦ

କରଞ୍ଜିଆ: ବିଜେପି ପକ୍ଷରୁ ଆଜି ୬ ଘଣ୍ଟିଆ ଯଶୀପୁର ବନ୍ଦ ପାଳନ କରାଯାଉଛି। ସୂଚନା ଅନୁସାରେ ସକାଳ ୬ଟାରୁ ମଧ୍ୟାହ୍ଣ ୧୨ଘଟିକା ପର୍ଯ୍ୟନ୍ତ ବିଜେପି ପକ୍ଷରୁ ଯଶିପୁର ବନ୍ଦ ଡାକରା ଦିଆଯାଇଛି । ଯଶିପୁରର ମୁଖ୍ୟ ବଜାର ଦେଇ ଯାଇଥିବା ଖାଲ ଖମାରେ ଭର୍ତ୍ତି ୪୯ ନଂ ଜାତୀୟ ରାଜପଥର ସ୍ଥାୟୀ ପ୍ରତିକାର ଓ ଯଥାଶୀଘ୍ର ଜମି ଅଧିଗ୍ରହଣ କରି ବାଇପାସ ନିର୍ମାଣ ସମ୍ପୂର୍ଣ୍ଣ କରିବା ଦାବିରେ ଯଶୀପୁର ବିଧାୟକ ଗଣେଶ ରାମସିଂ ଖୁଣ୍ଟିଆଙ୍କ ନେତୃତ୍ବରେ ବନ୍ଦ ପାଳନ କରାଯାଉଛି। ଫଳରେ ସାଧାରଣଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

Hot this week

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

Related Articles

Popular Categories