www.samajalive.in
Saturday, December 6, 2025
19.1 C
Bhubaneswar

ବାଲିଗୁଡାର ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀଙ୍କର ପରଲୋକ – ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର -ବାଲିଗୁଡାର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା କରେନ୍ଦ୍ର ମାଝୀଙ୍କର ପରଲୋକ ଘଟିଛି । ରବିବାର ବିଳମ୍ବିତ ରାତିରେ ତାଙ୍କର ପରଲୋକ ଘଟିଛି । କରେନ୍ଦ୍ର ମାଝୀଙ୍କର ପରଲୋକରେ ମୁଖ୍ୟମନ୍ତ୍ରୀ ଶସୋକ ବ୍ୟକ୍ତ କରିଛନ୍ତି ।

- Advertisement -

ଏହା ସହିତ କ୍ୟାପିଟାଲ ହସ୍‌ପିଟାଲ୍‌ ଯାଇ ତାଙ୍କ ମର ଶରୀରରେ ପୁଷ୍ପଗୁଚ୍ଛ ଅର୍ପଣ କରିଥିଲେ । ତାଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ସହ ଅନେକ ବରିଷ୍ଠ ନେତା ସାମିଲ ଥିଲେ ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories