www.samajalive.in
Saturday, December 6, 2025
23.1 C
Bhubaneswar

ସଂସ୍କୃତି ଏବଂ ପରମ୍ପରା -ମଞ୍ଚସ୍ଥ ହେଲା ନାଟକ କୁମ୍ଭକର୍ଣ୍ଣ ବଧ

ବୌଦ୍ଧ  : ବୌଦ୍ଧଗଡଜାତର ଗଣପର୍ବ ପ୍ରସିଦ୍ଧ ରାମଲୀଳା ଯାତ୍ରାର ବୁଧବାର ଦିନ ଦଶମ ଦିବସରେ ମଞ୍ଚସ୍ଥ ହୋଇଛି ନାଟକ କୁମ୍ଭକର୍ଣ୍ଣ ବଧ । ଇନ୍ଦ୍ରଜିତର ନାଗଫାସରୁ ଶ୍ରୀରାମ ଲକ୍ଷ୍ମଣ ମୁକ୍ତି ପାଇବା ପରେ ଇନ୍ଦ୍ରଜିତ ଫେରିଯାଇଥିବା ବେଳେ ଅନ୍ୟ ପୁତ୍ର ଓ ନାତିଙ୍କୁ ହରାଇ ରାବଣ ଚିନ୍ତାଗ୍ରସ୍ତ ହୋଇପଡିଛନ୍ତି । ରାବଣ ନିଜର ସାନଭାଇ କୁମ୍ଭକର୍ଣ୍ଣକୁ ଯୁଦ୍ଧ କରିବାକୁ ଡାକାଇବା ସହ ଶୋଇଥିବା ଅବସ୍ଥାରେ ଉଠାଇଛି । କୁମ୍ଭକର୍ଣ୍ଣ ଛଅମାସ ଶୋଇଥାଏା ଛଅ ମାସ ପରେ ଉଠିବା ପରେ ଯୁଦ୍ଧ କରିଗଲେ ତାର ସମକକ୍ଷ କେହି ହୋଇନଥାନ୍ତି ।

କିନ୍ତୁ ଅଦିନରେ ଉଠିଲେ ମରଣ ତାର ସୁନିଶ୍ଚିତ । କୁମ୍ଭକର୍ଣ୍ଣ ବଧ ନାଟକକୁ ନିଖୁଣ ଭାବେ ଅନୁଷ୍ଠାନର କଳାକାରମାନେ ପ୍ରଦର୍ଶିତ କରିଥିଲେ । ନାଟକକୁ ହୃଦାନନ୍ଦ ମେହେର ରଚନା କରିଥିବାବେଳେ ଭବାନିଶଙ୍କର ମହାପାତ୍ର ନିର୍ଦ୍ଦେଶନା ଓ ତୁଷାରକାନ୍ତ ପଟ୍ଟନାୟକ ସଙ୍ଗିତ ନିର୍ଦ୍ଦେଶନା ଦେଇଛନ୍ତି । କୁମ୍ଭକର୍ଣ୍ଣ ନାଟକ ଦେଖିବାକୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ହଜାର ହଜାର ଦର୍ଶକଙ୍କ ଭିଡ ଲାଗିରହିଥିଲା ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories