www.samajalive.in
Friday, December 12, 2025
14.1 C
Bhubaneswar

ପ୍ରଜ୍ୱଲ ରେଭାନ୍ନାଙ୍କ ପାସପୋର୍ଟ ରଦ୍ଦ ପାଇଁ କେନ୍ଦ୍ରକୁ ଜଣାଇଲେ କର୍ଣ୍ଣାଟକ ସରକାର

ଡେସ୍କ: କର୍ଣ୍ଣାଟକର ଗୃହମନ୍ତ୍ରୀ ପରମେଶ୍ୱର କହିଛନ୍ତି ଯେ ଯୌନ ନିର୍ଯାତନା ଅଭିଯୋଗର ସମ୍ମୁଖୀନ ହେଉଥିବା ଜନତା ଦଳର ସାଂସଦ ପ୍ରଜ୍ୱଲ ରେଭାନ୍ନାଙ୍କ କୂଟନୈତିକ ପାସପୋର୍ଟ ରଦ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି।

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା

- Advertisement -

ରେଭନ୍ନା ବର୍ତ୍ତମାନ ବିଦେଶରେ ଅଛନ୍ତି ଏବଂ ଏସଆଇଟି ଶୁଣାଣିରେ ଯୋଗ ଦେଉନାହାନ୍ତି। କେନ୍ଦ୍ର ସରକାର ମୁଖ୍ୟମନ୍ତ୍ରୀଙ୍କ ଚିଠିର ଜବାବ ଦିଅନ୍ତୁ ବୋଲି ପରମେଶ୍ୱର ଗୁରୁତ୍ୱାରୋପ କରିଛନ୍ତି। ନିରପେକ୍ଷ ତଦନ୍ତ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଏସଆଇଟିକୁ ପୂର୍ଣ୍ଣ ସ୍ୱାଧୀନତା ଦେଇଛନ୍ତି ବୋଲି ସେ ସ୍ପଷ୍ଟ କରିଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ କଂଗ୍ରେସ ଅଧ୍ୟକ୍ଷ ଓ ପ୍ରଧାନମନ୍ତ୍ରୀ

Hot this week

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

Related Articles

Popular Categories