www.samajalive.in
Friday, December 5, 2025
17.1 C
Bhubaneswar

କର୍ଣ୍ଣାଟକ କ୍ରିକେଟ ଆସୋସିଏସନର ଦୁଇ ଅଧିକାରୀ ଦେଲେ ଇସ୍ତଫା

ସମାଜ ଡିଜିଟାଲ ଡେସ୍କ: ବେଙ୍ଗାଲୁରୁ ଦଳାଚକଟା ଘଟଣାରେ କର୍ଣ୍ଣାଟକ କ୍ରିକେଟ ଆସୋସିଏସନର ସଚିବ ଏବଂ କୋଷାଧ୍ୟକ୍ଷ ଦଳାଚକଟା ପାଇଁ ଦାୟିତ୍ୱ ନେଇ ଇସ୍ତଫା ଦେଇଛନ୍ତି । ଗୁରୁବାର ରାତିରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ ପରେ ଯେତେବେଳେ ପୁଲିସ ସେମାନଙ୍କୁ ଗିରଫ କରିବାକୁ ଘରେ ପହଞ୍ଚିଥିଲା, ସେତେବେଳେ ଉଭୟ ଘରୁ ଫେରାର ଥିଲେ । ଏପର୍ଯ୍ୟନ୍ତ ପୁଲିସ ଏହି ମାମଲାରେ ଜଣେ ଆରସିବି ଅଧିକାରୀ ସମେତ ୪ଜଣଙ୍କୁ ଗିରଫ କରିଛି । ଜୁନ୍‍ ୪ ତାରିଖରେ ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମ୍‍ ବାହାରେ ଦଳାଚକଟାରେ ୧୧ଜଣଙ୍କର ଜୀବନ ଯାଇଥିବା ବେଳେ ୫୦ରୁ ଅଧିକ ଲୋକ ଆହତ ହୋଇଥିଲେ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories