www.samajalive.in
Saturday, December 6, 2025
16.1 C
Bhubaneswar

କର୍ଣ୍ଣାଟକ ସଂକଟ : ରାଜ୍ୟସଭାରେ ହଟ୍ଟଗୋଳ ଗୃହ ୩ଥର ମୁଲତବୀ

ନୂଆଦିଲ୍ଲୀ : କର୍ଣ୍ଣାଟକର ରାଜନୈତିକ ସଂକଟକୁ ନେଇ ରାଜ୍ୟସଭାରେ ଅଚଳାବସ୍ଥା ଦେଖାଦେଇଛି । ହଟ୍ଟଗୋଳ ଯୋଗୁଁ  ଦିନ ୩ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି । ପ୍ରବଳ ହଟ୍ଟଗୋଳ ଯୋଗୁଁ ପ୍ରଥମେ ମଧ୍ୟାହ୍ନ ପୂର୍ବରୁ ରାଜ୍ୟସଭାକୁ ୨ଥର ଓ ପରେ ଅପରାହ୍ଣ ୩ଟା ପର୍ଯ୍ୟନ୍ତ ମୁଲତବୀ ରଖାଯାଇଥିଲା। ଅପରାହ୍ନରେ ଗୁହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ପୂର୍ବ ଭଳି ସ୍ଥିତି ଲାଗି ରହିଛି ବାରୁ ଗୃହର ଅଧ୍ୟକ୍ଷ ଭେଙ୍କିୟା ନାଇଡୁ ଗୃହକୁ ମୁଲତବୀ ରଖିଛନ୍ତି ।

କଂଗ୍ରେସ ସଦସ୍ୟ ଆନନ୍ଦ ଶର୍ମା ପ୍ରଥମେ କର୍ଣ୍ଣାଟକ ପ୍ରସଙ୍ଗ ଉଠାଇବାକୁ ଚେଷ୍ଟା କରିଥିଲେ। କିନ୍ତୁ ଅଧ୍ୟକ୍ଷ ଭେଙ୍କିୟା ନାଇଡୁ ତାଙ୍କୁ ଅନୁମତି ଦେଇ ନ ଥିଲେ। ଏହାପରେ କଂଗ୍ରେସ ସଦସ୍ୟମାନେ ଅଧ୍ୟକ୍ଷକଙ୍କ ଆସନ ନିକଟକୁ ଚାଲିଯାଇ କେନ୍ଦ୍ର ସରକାରଙ୍କ ବିରୁଦ୍ଧରେ ସ୍ଲୋଗାନ ଦେଇଥିଲେ। ପ୍ରବଳ ହଟ୍ଟଗୋଳ ମଧ୍ୟରେ ଅଧ୍ୟକ୍ଷ ଗୃହକୁ ମୁଲତବୀ ରଖିଥିଲେ ।

Hot this week

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

Related Articles

Popular Categories