www.samajalive.in
Sunday, December 14, 2025
26.1 C
Bhubaneswar

ଏପ୍ରିଲରେ କର୍ଣ୍ଣାଟକ ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ନିମନ୍ତେ ଏପ୍ରିଲ ଦ୍ୱିତୀୟ ସପ୍ତାହ ସୁଦ୍ଧା ନିର୍ବାଚନ କମିସନ ତାରିଖ ଘୋଷଣା କରିପାରନ୍ତି ବୋଲି ସୂଚନା ମିଳିଛି। ମାର୍ଚ୍ଚ ଶେଷ ସପ୍ତାହରେ ନିର୍ବାଚନ କମିସନ ସଦସ୍ୟମାନେ କର୍ଣ୍ଣାଟକ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ୨୨୪ ଆସନ ବିଶିଷ୍ଟ କର୍ଣ୍ଣାଟକ ବିଧାନସଭାର କାର୍ଯ୍ୟକାଳ ଚଳିତବର୍ଷ ମେ’ ୨୮ ସୁଦ୍ଧା ପୂରିଯାଉଛି। ବର୍ତ୍ତମାନ କଂଗ୍ରେସ ଦଳ ସେଠାରେ କ୍ଷମତାସୀନ ଥିବାବେଳେ ବିଜେପି କ୍ଷମତା ଅକ୍ତିଆର କରିବାକୁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories