ବର୍ବରତାର ସୀମା ପାର୍‌ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..

ବେଙ୍ଗାଲୁରୁ : କର୍ଣ୍ଣାଟକର ତୁମକୁରୁ ଜିଲାର କୋରଟଗେରେରୁ ହଇଚଇ ସୃଷ୍ଟି କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି । ଯାହା ବିଷୟରେ ଜାଣି ଯେ କେହି ମଧ୍ୟ ସ୍ତବ୍ଧ ହୋଇ ଯାଇଛନ୍ତି । ଏଠାରେ ଜଣେ ଦାନ୍ତ ଡାକ୍ତର ନିଜର ୨ ସାଥୀଙ୍କ ସହ ମିଶି ନିଜ ଶାଶୁକୁ ଅତି ନିର୍ମମ ଭାବେ ହତ୍ୟା କରିଛି । ଏହାପରେ ମୃତଦେହକୁ ୧୯ ଖଣ୍ଡ କରି ଭିନ୍ନ ଭିନ୍ନ ସ୍ଥାନରେ ପକାଇଥିଲା । ପୁଲିସ ଏହି ମାମଲାରେ … Continue reading ବର୍ବରତାର ସୀମା ପାର୍‌ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..