www.samajalive.in
Thursday, December 11, 2025
18.1 C
Bhubaneswar

ଟ୍ରକ୍‌କୁ ପିଟିଲା ଭ୍ୟାନ୍‌ ; ୫ ମୃତ

ନୂଆଦିଲ୍ଲୀ : କର୍ଣ୍ଣାଟକର କଳବୁର୍ଗୀ ଜିଲାରେ ନେଲୋଗୀ ନିକଟରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଭ୍ୟାନ୍‌ ଠିଆ ହୋଇଥିବା ଏକ ଟ୍ରକ୍‌କୁ ଧକ୍କା ଦେବା ଫଳରେ ୫ ଜଣଙ୍କ ଜୀବନ ଚାଲି ଯାଇଛି। ଏହାସହ ୧୦ ଜଣ ଆହତ ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

୫୦୦ରୁ କମ୍‌.. ଜାଣନ୍ତୁ, ୮୪ ଦିନ ପାଇଁ ଜିଓ,ଏୟାରଟେଲ୍‌, ଭୋଡାଫୋନ୍‌ ଆଇଡିଆର ଶସ୍ତା ରିଚାର୍ଜ ପ୍ଲାନ୍‌..

ଦେଖନ୍ତୁ ଭିଡିଓ ; ବିଶାଳକାୟ ଅହିରାଜ ସାପର ମୁଣ୍ଡକୁ ଆଉଁସିଲେ, ତା’ପରେ..

- Advertisement -

ଚୈତ୍ର ନବରାତ୍ରୀ.. ଆଜି ମହାଅଷ୍ଟମୀରେ ଅଦ୍ଭୁତ ସଂଯୋଗ : ଏହି ରାଶିଙ୍କ ଉପରେ ବର୍ଷିବ ମା’ଦୁର୍ଗାଙ୍କ କୃପା, ମିଳିବ ହଠାତ୍‌ ଧନ,ଚମକିବ ଭାଗ୍ୟ..

 

 

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories