www.samajalive.in
Saturday, December 13, 2025
21.1 C
Bhubaneswar

ଶିବଗଙ୍ଗାରୁ ପ୍ରାର୍ଥୀ ହେଲେ କାର୍ତ୍ତି ଚିଦମ୍ବରମ୍

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ନିମନ୍ତେ ରବିବାର କଂଗ୍ରେସ ଏହାର ୯ମ ପର୍ଯ୍ୟାୟ ପ୍ରାର୍ଥି ତାଲିକା ପ୍ରକାଶ କରିଛି। ଏହି ପର୍ଯ୍ୟାୟରେ ୧୦ଜଣଙ୍କ ନାମ ପ୍ରକାଶ କରାଯାଇଛି। ପ୍ରକାଶିତ ତାଲିକା ଅନୁଯାୟୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି. ଚିଦମ୍ବରମଙ୍କ ପୁଅ କାର୍ତ୍ତି ଚିଦମ୍ବରମ୍ ତାମିଲନାଡୁର ଶିବଗଙ୍ଗାରୁ ପ୍ରାର୍ଥୀ ହୋଇଛନ୍ତି। ସେହିପରି ବିକେ ହରିପ୍ରସାଦ ଦକ୍ଷିଣ ବାଙ୍ଗାଲୋର, ତାରିକ ଅନୱର ବିହାରର କଟିହାରରୁ ପ୍ରାର୍ଥୀ ହୋଇଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories