www.samajalive.in
Saturday, December 6, 2025
19.1 C
Bhubaneswar

କାର୍ତ୍ତିକ ମାସ ; ଜାଣି ରଖନ୍ତୁ ଏହି କଥା

କାର୍ତ୍ତିକ ମାସରେ କୌଣସି ବ୍ୟକ୍ତିଙ୍କ ସହ ଖରାପ ବ୍ୟବହାର କିମ୍ବା କାହାର ଅନିଷ୍ଟ କରିବା ଉଚିତ ନୁହେଁ।
ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସମସ୍ତ ବୃକ୍ଷଲତାରଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଏହି ମାସରେ ବୃକ୍ଷ ଲତାଙ୍କର କ୍ଷତି କରିବା ଉଚିତ ନୁହେଁ। ବୃକ୍ଷଲତାଙ୍କର କ୍ଷତି କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ।
ଏହି ମାସରେ କୌଣସି ଜୀବଯନ୍ତୁଙ୍କର ହତ୍ୟା କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଦୁର୍ଭାଗ୍ୟ ପ୍ରାପ୍ତି ହୋଇଥାଏ।
କାର୍ତ୍ତିକ ମାସରେ କୌଣସି ବ୍ୟକ୍ତିଙ୍କ ଓ ଗୁରୁଜନମାନଙ୍କର ଅପମାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ମା’ଲକ୍ଷ୍ମୀ କ୍ରୋଧ କରିଥାଆନ୍ତି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories