www.samajalive.in
Sunday, December 7, 2025
23.1 C
Bhubaneswar

କାର୍ତ୍ତିକ ମାସ : ଘରର ଅଗଣାରେ ଲଗାନ୍ତୁ ତୁଳସୀ ଗଛ

ଆରମ୍ଭ ହେଲା କାର୍ତ୍ତିକ ମାସ। ପାରିବାରିକ ଓ ବୈବାହିକ ଜୀବନରେ ସୁଖ, ଶାନ୍ତି ପାଇଁ କାର୍ତ୍ତିକ ମାସରେ ତୁଳସୀ ଗଛ ପୂଜା କରିବା ସବୁଠୁ ଉତ୍ତମ ବୋଲି ବିଶ୍ବାସ ରହିଛି।
ଘରର ବାଡିରେ ବା ଅଗଣାରେ ତୁଳସୀ ଗଛ ଲଗାଇବାର ସଠିକ ସମୟ ହେଉଛି କାର୍ତ୍ତିକ ମାସ । ଏହି ମାସର ଯେକୌଣସି ଦିନରେ କିମ୍ବା ମାସ ଆରମ୍ଭରେ ତୁଳସୀ ଗଛ ଆଣି ଘରେ ଲଗାଇବା ଦ୍ବାରା ବୈବାହିକ ଜୀବନ ସୁଖମୟ ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ ।
ପ୍ରତିଦିନ ସକାଳେ ଓ ସଂଧ୍ୟାରେ ତୁଳସୀ ଗଛ ମୂଳରେ ଘିଅ ବା ରାଶି ତେଲରେ ଦୀପ ଜଳାଇଲେ ପାରିବାରିକ ଜୀବନ ସୁଖମୟ ହୋଇଥାଏ।
କାର୍ତ୍ତିକ ମାସରେ କୌଣସି ବ୍ୟକ୍ତିଙ୍କ ସହ ଖରାପ ବ୍ୟବହାର କିମ୍ବା କାହାର ଅନିଷ୍ଟ କରିବା ଉଚିତ ନୁହେଁ।
ଉତ୍ତମ ସ୍ୱାସ୍ଥ୍ୟ ପାଇଁ ସମସ୍ତ ବୃକ୍ଷଲତାରଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ତେଣୁ ଏହି ମାସରେ ବୃକ୍ଷ ଲତାଙ୍କର କ୍ଷତି କରିବା ଉଚିତ ନୁହେଁ। ବୃକ୍ଷଲତାଙ୍କର କ୍ଷତି କରିବା ଦ୍ୱାରା ସ୍ୱାସ୍ଥ୍ୟ ଜନିତ ସମସ୍ୟା ସୃଷ୍ଟି ହୋଇଥାଏ।
ଏହି ମାସରେ କୌଣସି ଜୀବଜନ୍ତୁଙ୍କର ହତ୍ୟା କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ଦୁର୍ଭାଗ୍ୟ ପ୍ରାପ୍ତି ହୋଇଥାଏ।
କାର୍ତ୍ତିକ ମାସରେ କୌଣସି ବ୍ୟକ୍ତିଙ୍କ ଓ ଗୁରୁଜନମାନଙ୍କର ଅପମାନ କରିବା ଉଚିତ ନୁହେଁ। ଏପରି କରିବା ଦ୍ୱାରା ମା’ଲକ୍ଷ୍ମୀ କ୍ରୋଧ କରିଥାଆନ୍ତି।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories