www.samajalive.in
Sunday, December 7, 2025
23.1 C
Bhubaneswar

ଫୋନରେ କରୁଣାନିଧିଙ୍କ ସ୍ୱାସ୍ଥ୍ୟବସ୍ଥା ବିଷୟରେ ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଡିଏମକେ ମୁଖ୍ୟ ଶ୍ରୀ ଏମ.କେ.ଷ୍ଟାଲିନଙ୍କ ସହ କଥାହୋଇ ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କରୁଣାନିଧିଙ୍କ ସ୍ୱାସ୍ଥ୍ୟ କଥା ପଚାରି ବୁଝିଛନ୍ତି।
ସୂଚନାଯୋଗ୍ୟ ଯେ, ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ କରୁଣାନିଧିଙ୍କ ମୁତ୍ରନଳୀ ସଂକ୍ରମଣ ଓ ଜ୍ୱରରେ ପୀଡ଼ିତ ଅଛନ୍ତି । ଗୋପାଲାପୁରମ୍ ସ୍ଥିତ ନିଜ ବାସଗୃହରେ ତାଙ୍କର ଚିକିତ୍ସା ଚାଲିଛି। କାବେରୀ ହସ୍ପିଟାଲ୍ର କିଛି ଡାକ୍ତର ତାଙ୍କର ଚିକିତ୍ସା କରୁଛନ୍ତି। ସମାଜର ବିଭିନ୍ନ ବର୍ଗର ଲୋକ ଓ ଅନେକ ରାଜନେତା ତାଙ୍କ ବାସଭବନକୁ ଯାଇ ସ୍ୱାସ୍ଥ୍ୟ ବିଷୟରେ ପଚାରି ବୁଝିଛନ୍ତି। ବହୁ ରାଜନୈତିକ ଦଳର ନେତାମାନେ ମଧ୍ୟ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Hot this week

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

Related Articles

Popular Categories