www.samajalive.in
Monday, December 8, 2025
27.1 C
Bhubaneswar

ଟିକିରି ଦୁର୍ଗାମଣ୍ଡପ ପଡିଆରେ ଥିବା ବସକୁ ଜାଳିଦେଲେ ଦୁର୍ବୃତ୍ତ

କାଶୀପୁର: ରାୟଗଡା ଜିଲା କାଶୀପୁର ବ୍ଲକ ଟିକିରି ଥାନା ସଦର ମହକୁମା ସ୍ଥିତ ଦୁର୍ଗାମଣ୍ଡପ ପଡିଆଠାରେ ରହିଥିବା ଏକ ବସକୁ ଗତକାଲି ବିଳମ୍ବିତ ରାତ୍ରିରେ କିଛି ଦୁର୍ବୃତ୍ତ ଉକ୍ତ ବସକୁ ଜାଳିଦେଇଥିବା ଅଭିଯୋଗ ହୋଇଛି। ଫଳରେ ବସର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଭାବେ ପୋଡି ଯାଇଛି। ବସଟିର ଚକ ଫାଟିବା ଶବ୍ଦ ଶୁଣି ନିକଟବର୍ତ୍ତୀ ଅଞ୍ଚଳରେ ଶୋଇଥିବା କିଛି ଗାଡି କର୍ମଚାରି ଉଠି ଦେଖିବା ସମୟରେ ବସଟି ଜଳୁଥିଲା। ଫଳରେ କର୍ମଚାରୀମାନେ ପ୍ରଥମେ ନିଆଁକୁ ଆୟତ୍ତ କରିଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories