www.samajalive.in
Saturday, December 6, 2025
26.1 C
Bhubaneswar

ଉରିରେ ଅନୁପ୍ରବେଶ ଉଦ୍ୟମ ଭଣ୍ଡୁର; ଜଣେ ଆତଙ୍କୀ ନିହତ

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ଉରିରେ ଆତଙ୍କବାଦୀ ଅନୁପ୍ରବେଶ ଉଦ୍ୟମକୁ ଭଣ୍ଡୁର କରିଛି ସେନା। ବର୍ତ୍ତମାନ ଅଞ୍ଚଳରେ ତଲାସୀ ଅଭିଯାନ ଚାଲିଛି। ଏପର୍ଯ୍ୟନ୍ତ ପ୍ରାପ୍ତ ସୂଚନା ମୁତାବକ, ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ଆତଙ୍କବାଦୀ ସେନା ଦ୍ବାରା ନିହତ ହୋଇଛି।

ବିଶେଷ ସୂତ୍ରରୁ ପ୍ରକାଶ ଯେ, ଭାରତୀୟ ସେନା ଏବଂ ଜାମ୍ମୁ କାଶ୍ମୀର ପୁଲିସ ସବୁରା ନାଲା ଉରି ସେକ୍ଟରରେ ଅନୁପ୍ରବେଶ ଉଦ୍ୟମକୁ ବିଫଳ କରିଛି। ଶୁକ୍ରବାର ସକାଳେ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ସମ୍ପର୍କ ସ୍ଥାପନ ହୋଇଥିଲା ଏବଂ ଅପରେସନ ଏବେ ମଧ୍ୟ ଜାରି ରହିଛି। ଅଞ୍ଚଳରେ ଗୁଳି ବିନିମୟ ଜାରି ରହିଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories