କାଶ୍ମୀରରେ ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୮ ମୃତ

ଶ୍ରୀନଗର : ଜାମ୍ମୁ-କଶ୍ମୀରର ଅନନ୍ତନାଗ ଜିଲାର ଡକସୁମରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ କାର ଘାଟିରେ ଓଲଟି ପଡି ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ୫ ଶିଶୁ ଓ ୨ ଜଣ ମହିଳା ଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ସମସ୍ତ ମୃତକ କିଶତୱାଡର ନିବାସୀ । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି। ମହଙ୍ଗା ପଡିଲା … Continue reading କାଶ୍ମୀରରେ ମର୍ମନ୍ତୁଦ ଦୁର୍ଘଟଣା ; ଗୋଟିଏ ପରିବାରର ୮ ମୃତ