www.samajalive.in
Monday, December 8, 2025
27.1 C
Bhubaneswar

ଶିକ୍ଷକଙ୍କୁ ହତ୍ୟା ଅଭିଯୋଗ

କାଶୀପୁର : ରାୟଗଡା ଜିଲା ଦୋରାଗୁଡା ଥାନା ଅନ୍ତର୍ଗତ ତୁରେଇଘାଟି ଗ୍ରାମରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ ଗାଁର କାର୍ୟ୍ୟରତ ଶିକ୍ଷକ ମୁକୁନ୍ଦ ପ୍ରସାଦ ନାଥଶର୍ମା ଆଜି ତୁରେଇଘାଟି ବିଦ୍ୟାଳୟକୁ ଯାଇ ଫେରିବା ସମୟରେ ତାଙ୍କୁ କେହି ଦୁର୍ବୁତ୍ତ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ଶିକ୍ଷକଙ୍କ ମୃତ୍ୟୁ ହୋଇଛି। ଖବର ପାଇ ଦୋରାଗୁଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି। ତେବେ କିଏ ଆଉ କାହିଁକି ଶିକ୍ଷକଙ୍କୁ ଏପରି ନିର୍ମମ ଭାବେ ହତ୍ୟା କରିଛି ତ।ହାର କାରଣ ବର୍ତ୍ତମାନ ସୁଦ୍ଧା ଅସ୍ପଷ୍ଟ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories