www.samajalive.in
Saturday, December 6, 2025
16.1 C
Bhubaneswar

ଜେଡିୟୁ ମୁଖପାତ୍ର ପଦରୁ କେସି ତ୍ୟାଗିଙ୍କ ଇସ୍ତଫା

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ଦଳ ଜେଡିୟୁ(ଜନତା ଦଳ ୟୁନାଇଟେଡ୍‌)ର ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ଇସ୍ତଫା ଦେଇଛନ୍ତି ଦଳର ସାଧାରଣ ସମ୍ପାଦକ କେସି ତ୍ୟାଗି। ଏହାପରେ ରାଜୀବ ରଞ୍ଜନ ପ୍ରସାଦଙ୍କୁ ନୂଆ ମୁଖପାତ୍ର ନିଯୁକ୍ତ କରାଯାଇଛି। ସୂଚନା ଅନୁସାରେ, ଇସ୍ରାଏଲ-ପାଲେଷ୍ଟାଇନ୍ ପ୍ରସଙ୍ଗରେ ନିଜ ବିବୃତ୍ତି ଯୋଗୁଁଁ କିଶନ ଚନ୍ଦ ତ୍ୟାଗିଙ୍କୁ ଇସ୍ତଫା ଦେବାକୁ ପଡ଼ିଛି, କାରଣ ଏହି ବିବୃତ୍ତିରେ ଦଳ ଖୁସି ନଥିଲା।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories