www.samajalive.in
Sunday, December 7, 2025
26.1 C
Bhubaneswar

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ

ସମାଜ ଡିଜିଟାଲ ଡେସ୍କ: ଉତ୍ତରାଖଣ୍ଡର କେଦାରନାଥ ଧାମରେ ପୁଣି ଏକ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି । ଶନିବାର ଜରୁରୀକାଳୀନ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ ଜଣେ ଡାକ୍ତରଙ୍କ ମୋଟ ୩ଜଣ ଯାତ୍ରା କରୁଥିଲେ । ସମସ୍ତେ ସୁରକ୍ଷିତ ଅଛନ୍ତି । ମିଳିଥିବା ସୂଚନା ଅନୁସାରେ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରଟି ଏକ ଏୟାର ଆମ୍ବୁଲାନ୍ସ ବୋଲି କୁହାଯାଉଛି । ଏହି ଆମ୍ବୁଲାନ୍ସଟି ଋଷିକୁଲ୍ୟାରେ ଥିବା ଏମ୍ସର । ଏହି ଏୟାର ଆମ୍ବୁଲନ୍ସ ଯୋଗେ କେଦାରନାଥ ଧାମରୁ ଋଷିକେଶ ଏମ୍ସକୁ ନିଆଯାଉଥିଲା । ହେଲିକପ୍ଟରରେ ପାଇଲଟ, ରୋଗୀ ଏବଂ ଡାକ୍ତର ଥିଲେ । ଜରୁରୀକାଳୀନ ଅବତରଣ ବେଳେ ହେଲିକପ୍ଟରର ପଛ ଭାଗ ହଠାତ ଭାଙ୍ଗିଯାଇଥିଲା, ଯାହା ଫଳରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିଲା ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories