www.samajalive.in
Monday, December 8, 2025
20.1 C
Bhubaneswar

କେଦାରନାଥ ଲିଞ୍ଚୋଲିରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ; ୬ ମୃତ

ରୁଦ୍ରପ୍ରୟାଗ : ଉତ୍ତରାଖଣ୍ଡରେ ଆଜି ଏକ ବଡ ଅଘଟଣ ଘଟିଛି। କେଦାରନାଥ ଧାମ୍‌‌ରେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ବର୍ତ୍ତମାନ ପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଛି।
ଏହି ଅଘଟଣ କେଦାରନାଥରୁ ଦୁଇ କିଲୋମିଟର ଦୂର ଗରୁଡଚଟ୍ଟୀରେ ହୋଇଥିବା ନେଇ ଖବର ମିଳିଛି। କେଦାରନାଥରୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି। ଖବର ପାଇବା ମାତ୍ରେ ପୁଲିସ ଓ ଏନଡିଆରଏଫ ଟିମ୍‌‌ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଛି ବୋଲି ସନ୍ଦେହ କରାଯାଉଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories