ପ୍ରବଳ ବର୍ଷା ପାଇଁ କେଦାରନାଥ ଯାତ୍ରା ବନ୍ଦ; ଉତ୍ତରାଖଣ୍ଡରେ ଭୂସ୍ଖଳନର ବିପଦ

ନୂଆଦିଲ୍ଲୀ : କେଦାରନାଥ ଯାତ୍ରା ସହ ଜଡିତ ଏକ ବଡ ଖବର ସାମ୍ନାକୁ ଆସିଛି । ପ୍ରବଳ ବର୍ଷା କାରଣରୁ କେଦାରନାଥ ଯାତ୍ରାକୁ ବନ୍ଦ ରଖାଯାଇଛି । ଯାତ୍ରୀଙ୍କୁ ସୋନପ୍ରୟାଗ ଓ ଗୌରୀକୁଣ୍ଡରେ ଅଟକାଇ ରଖାଯାଇଛି । ରୁଦ୍ରପ୍ରୟାଗ ଓ ଚମୋଲୀ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଉତ୍ତରାଖଣ୍ଡର ରୁଦ୍ରପ୍ରୟାଗ ଓ ଏହାର ନିକଟବର୍ତ୍ତି ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ଅଲକନନ୍ଦା ନଦୀରେ ଜଳସ୍ତର ବୃଦ୍ଧି ପାଇଛି … Continue reading ପ୍ରବଳ ବର୍ଷା ପାଇଁ କେଦାରନାଥ ଯାତ୍ରା ବନ୍ଦ; ଉତ୍ତରାଖଣ୍ଡରେ ଭୂସ୍ଖଳନର ବିପଦ