www.samajalive.in
Wednesday, December 10, 2025
17.1 C
Bhubaneswar

ଗାଁ ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ

କେନ୍ଦ୍ରାପଡା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ।  କେନ୍ଦ୍ରାପଡା ଜିଲ୍ଲା ବିରସୋତୀ ଗାଁ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣକ କାହ୍ନୁଚରଣ ନାଥ ବୋଲି ଜଣାପଡିଛି। ସୂଚନା ମୂତାବକ ମଙ୍ଗଳବାର ବିଳମ୍ବିତ ରାତିରେ କାହ୍ନୁଚରଣ ସାଙ୍ଗ ମାନଙ୍କ ସହ ଭୋଜି କରିବାକୁ ଘରୁ ବାହାରକୁ ଆସିଥିଲେ। ହଠାତ୍ ଆଜି ସକାଳୁ କିଛି ସ୍ଥାନୀୟ ଲୋକ ଗାଁ ପୋଖରୀରେ କାହ୍ନୁଚରଣଙ୍କ ମୃତଦେହ ଭାସୁଥିବା ଦେଖିବାକୁ ପାଇଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories