www.samajalive.in
Monday, December 15, 2025
16.1 C
Bhubaneswar

ଜେଲରୁ ଶାସନ କରିବେ କେଜ୍ରିୱାଲ

ଡେସ୍କ: ଜେଲରେ ରହି ଦିଲ୍ଲୀକୁ ମୁଖ୍ୟମନ୍ତ୍ରୀ ଭାବେ ଶାସନ କରିବେ ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲ। ଆଜି ଦିଲ୍ଲୀ ହାଇକୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ନେଇ ଆଗତ ମାମଲାକୁ ଖାରଜ କରିଛନ୍ତି। କୋର୍ଟ କହିଛନ୍ତି ଯେ ଏହି ପ୍ରସଙ୍ଗ ଉପରେ ସମୀକ୍ଷାର ଆବଶ୍ୟକ ନାହିଁ କାରଣ କୋର୍ଟ ଏହାର ନ୍ୟାୟିକ ସମୀକ୍ଷା କରିପାରିବେ ନାହିଁ। ନ୍ୟାୟାଳୟ ଏହି ପ୍ରସଙ୍ଗରେ କୌଣସି ଦାଖଲ ଦେବେ ନାହିଁ ବୋଲି କହିଛନ୍ତି।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories