www.samajalive.in
Friday, December 12, 2025
23.1 C
Bhubaneswar

୩୧ରେ କେଜରିୱାଲଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର  : ଆମ୍‍ ଆଦ୍‍ମୀ ପାର୍ଟିର ରାଷ୍ଟ୍ରୀୟ ଆବାହକ ତଥା ଦିଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩୧ ତାରିଖରେ ସାମାଜିକ ନ୍ୟାୟ ଅଭିଯାନ ପକ୍ଷରୁ ଆୟୋଜିତ ସମାବେଶରେ କେଜ୍ରିୱାଲ ଯୋଗଦେବେ ବୋଲି ଆପ୍‍ର ରାଜ୍ୟ ଆବାହକ ନିଶିକାନ୍ତ ମହାପାତ୍ର କହିଛନ୍ତି। ଏହି ସଭାରେ ଆପ୍‍ର ରାଜ୍ୟ ସଭା ସାଂସଦ ସଞ୍ଜୟ ସିଂହ ମଧ୍ୟ ଯୋଗଦେବେ। ସାମାଜିକ ନ୍ୟାୟ ଅଭିଯାନ ପକ୍ଷରୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ଶଗରିଆ , ଦଳିତ ନେତା ଅକ୍ଷୟ ମଲିକ ଓ ଦେବୀ ପୃଷ୍ଟିଙ୍କ ଆବାହକତ୍ୱରେ ଆୟୋଜିତ ଜନ ସମାବେଶରେ ଶ୍ରୀ କେଜରିୱାଲ ଉଦ୍‍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ସଭାରେ ଆମ୍‍ ଆଦ୍‍ମି ପାର୍ଟିର କାର୍ଯ୍ୟକର୍ତ୍ତା ଯୋଗଦେବେ ବୋଲି ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ସ୍ୱାଇଁ ଗଣମାଧ୍ୟମକୁ କହିଛନ୍ତି।

Hot this week

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

ଟସ୍ ଜିତିବା ପରେ ଭାରତ କରିଥିଲା ବଡ଼ ଭୁଲ: ଜାଣନ୍ତୁ କଣ କହିଲେ ଦକ୍ଷିଣ ଆଫ୍ରିକା ବ୍ୟାଟ୍ସମ୍ୟାନ୍‌

ନ୍ୟୁ ଚଣ୍ଡିଗଡ଼: ମୁଲାନପୁରରେ ଭାରତ ବିପକ୍ଷରେ ଦ୍ୱିତୀୟ ଟି-୨୦ ମ୍ୟାଚ୍ ରେ...

କୌନ୍ ବନେଗା କରୋଡ଼ପତିରେ କଟକ ଝିଅ

କଟକ: କଟକବାସୀଙ୍କ ପାଇଁ ଗୌରବର ଆଣିଛନ୍ତି ବିଦ୍ୟାଧରପୁର ନିବାସୀ ଶୀତଲ ସ୍ନିଗ୍ଧା...

Related Articles

Popular Categories