ଚାରି ଦିନ ବଢ଼ିଲା କେଜ୍ରିୱାଲଙ୍କ ରିମାଣ୍ଡ ଅବଧି

ଡେସ୍କ: ଚଳିତ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଦ୍ୱାରା ଗିରଫ ହୋଇ ନ୍ୟାୟିକ ହେପାଜତରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ରିମାଣ୍ଡ ଅବଧି ଆହୁରି ୪ ଦିନ ବୃଦ୍ଧି ପାଇଛି। ମାର୍ଚ୍ଚ ୨୨ରେ ସ୍ୱତନ୍ତ୍ର ଅଦାଲତ କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୮ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଥିଲେ। ଆଜି ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଗିରଫ କେଜ୍ରିୱାଲଙ୍କୁ ଏପ୍ରିଲ ୧ ପର୍ଯ୍ୟନ୍ତ କୋର୍ଟ ରିମାଣ୍ଡ ଅବଧି ବୃଦ୍ଧି କରିଛନ୍ତି। ଜେଲରୁ … Continue reading ଚାରି ଦିନ ବଢ଼ିଲା କେଜ୍ରିୱାଲଙ୍କ ରିମାଣ୍ଡ ଅବଧି