www.samajalive.in
Sunday, December 14, 2025
26.1 C
Bhubaneswar

କେଲୁଆପାଲ୍ଲୀ ଶ୍ରେଷ୍ଠ ସୁସ୍ଥ ପଞ୍ଚାୟତ, ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ଗ୍ରହଣ କ​‌ଲେ ସରପଞ୍ଚ

ଗୋପାଳପୁର: ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କେଲୁଆପଲ୍ଲୀ ପଞ୍ଚାୟତ ଦେଶର ଶ୍ରେଷ୍ଠ ସୁସ୍ଥ ପଞ୍ଚାୟତ ଭାବେ ପୁରସ୍କୃତ ହୋଇଛି। ଦିଲ୍ଲୀଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମାନପତ୍ର ସହ ସିଲଡ ଦେଇ ସରପଞ୍ଚଙ୍କୁ ପୁରସ୍କୃତ କରିଛନ୍ତି। କେନ୍ଦ୍ରୀୟ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ପ୍ରତିବର୍ଷ ସାରା ଦେଶରେ ରହିଥିବା ବିଭିନ୍ନ ପଞ୍ଚାୟତ ମଧ୍ୟରୁ କେତେକ ପଞ୍ଚାୟତକୁ ସେମାନଙ୍କ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ନିମନ୍ତେ ପୁରସ୍କୃତ ପ୍ରଦାନ କରାଯାଇଥାଏ। ଏହି କ୍ରମରେ ସୁସ୍ଥ ପଞ୍ଚାୟତ ଭାବେ ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ କେଲୁଆପଲ୍ଲୀ ସମେତ ଆନ୍ଧ୍ରପ୍ରଦେଶ ଓ ବିହାରର ଗୋଟିଏ ପଞ୍ଚାୟତକୁ ରାଷ୍ଟ୍ରପତି ସମ୍ମାନିତ କରିଥିଲେ। କେଲୁଆପଲ୍ଲୀ ସରପଞ୍ଚ ଅରୁଣ ନାୟକଙ୍କ ସମେତ ପଞ୍ଚାୟତ ନିର୍ବାହୀ ଅଧିକାରୀ ରୂପକ ରଞ୍ଜନ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories