www.samajalive.in
Saturday, December 13, 2025
27.1 C
Bhubaneswar

ବଜ୍ରାଘାତ ନେଲା ମାଆପୁଅଙ୍କ ଜୀବନ

କେନ୍ଦ୍ରପଡ଼ା: ବଜ୍ରାଘାତ ନେଲା ମାଆପୁଅଙ୍କ ଜୀବନ। ଡେରାବିଶ ଗାଁ ଜହ୍ନିମୂଳ ଗାଁରେ ଅଭାବନୀୟ ଘଟଣା। ବିଲରେ ମୁଗ ଉପାଡୁ ଥିବାବେଳେ ବଜ୍ରାଘାତ ହୋଇଥିଲା। ଘଟଣା ସ୍ଥଳରେ ବଜ୍ରାଘାତ ଯୋଗୁଁ ମୃତ୍ୟୁ ହୋଇଯାଇଥିବା ସୂଚନା ମିଳିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories