www.samajalive.in
Sunday, December 7, 2025
26.1 C
Bhubaneswar

ଉଜୁଡି ଗଲା ଫସଲ, ବିଲ ଦେଖି ହୃଦଘାତରେ ଚାଷୀ ମୃତ!

କେନ୍ଦ୍ରାପଡା : ଚାଷ ବିଲ ଦେଖି ଜଣେ ଚାଷୀଙ୍କ ଜୀବନ ଚାଲିଥିବା ଅଭିଯୋଗ ହୋଇଛି । ଏଭଳି ଏକ ଅଭାବନୀୟ ଘଟଣା କେନ୍ଦ୍ରାପଡା ଡେରାବିଶ ବ୍ଲକ ସନ୍ଥପୁରା ଗାଁରେ ଘଟିଛି । ଧାନ ଫସଲରେ ପାଣି ପଶିବା ଦେଖି ଚାଷୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିବା ତାଙ୍କ ପରିବାର ଅଭିଯୋଗ କରିଛନ୍ତି । ୭ ଏକର ଜମିରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ଧାନ ଫସଲ କରିଥିଲେ ଚାଷୀ । ଫସଲ ନଷ୍ଟ ହୋଇଯାଇଥିବା ଦେଖି ଘରକୁ ଫେରିବା ପରେ ତାଙ୍କର ହୃଦଘାତ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି ।
ସୂଚନାନୁଯାୟୀ , ରାଜ୍ୟରେ କିଛି ଦିନ ହେବ ଲଗାତାର ଗୋଟିଏ ପରେ ଗୋଟିଏ ଲଘୁଚାପ ବର୍ଷା ହୋଇଛି । ଅଦିନିଆ ବର୍ଷାରେ ଅଧିକାଂଶ ସ୍ଥାନରେ ଧାନ, ପରିବାର ଫସଲ ଆଦି କ୍ଷତିଗ୍ରସ୍ତ ହୋଇଛି ।

ନୂଆବର୍ଷରେ ୧୦ ଥର ଚଳନ କରିବେ ଶୁକ୍ର ; ଏହି ରାଶିଙ୍କୁ କରିବେ ମାଲାମାଲ୍‌, ହେବ ବିବାହ,ମିଳିବ ଚାକିରି..

ଦୁର୍ବଳ ହେଲା ଲଘୁଚାପ; କମିବ ବର୍ଷା, କୋହଲା ପାଗ ଜାରି..

- Advertisement -

ବିଜେଡି ୨୮ ତମ ପ୍ରତିଷ୍ଠା ଦିବସ ; ଓଡିଶାର ହକର ଲଢେଇରେ ବିଜେଡି କେବେ ପଛଘୁଞ୍ଚା ଦେବ ନାହିଁ – ନବୀନ

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories