www.samajalive.in
Saturday, December 6, 2025
15.1 C
Bhubaneswar

ସ୍କୁଟିକୁ ଧକ୍କା ଦେଲା ଟ୍ରକ ; ସ୍ତ୍ରୀ ମୃତ, ପୁଅ-ସ୍ୱାମୀ ଆହତ

କେନ୍ଦ୍ରାପଡା : ପୁଅ, ସ୍ୱାମୀ ସାମ୍ନାରେ ମହିଳାଙ୍କ ଉପରେ ଚଢିଗଲା ଟ୍ରକ। ଏଭଳି ଏକ ମର୍ମନ୍ତୁଦ ଦୁର୍ଘଟଣା ତିନିମୁହାଣି ଛକ ନିକଟରେ ସୋମବାର ପୂର୍ବାହ୍ନରେ ଘଟିଛି। ସ୍କୁଟିରେ ମାଆ, ପୁଅ ଓ ସ୍ୱାମୀ ଯାଉଥିବା ବେଳେ ଟ୍ରକ୍‌ଟି ସ୍କୁଟିକୁ ଧକ୍କା ଦେଇଥିଲା। ଦୁର୍ଘଟଣାରେ ମହିଳାଙ୍କ ସ୍ୱାମୀ ଓ ପୁଅ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଉତ୍ତ୍ୟକ୍ତଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି । ଦୁର୍ଘଟଣାସ୍ଥଳରୁ ଟ୍ରକ୍‌ ଫେରାର୍‌ ହୋଇଯାଇଛି।ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି।

ମହାକୁମ୍ଭରୁ ଫେରୁଥିଲେ; ବସ୍‌-କାର୍‌ ମୁହାଁମୁହିଁ ଧକ୍କା, ୬ ମୃତ

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories