www.samajalive.in
Saturday, December 6, 2025
14.1 C
Bhubaneswar

ପୁଲିସ ଏନକାଉଣ୍ଟରରେ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ାର ଗରାପୁର ଅଞ୍ଚଳରେ ପୁଲିସ ଏନକାଉଣ୍ଟରରେ ଶନିବାର ଦୁର୍ଦ୍ଦାନ୍ତ ଅପରାଧୀ ହୃଷିକେଶ ମଲ୍ଲିକ ଆହତ ହୋଇଥିବା ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ହୃଷିକେଶ ଓ ତା’ର ୫ ଜଣ ସହଯୋଗୀ କୌଣସି ବଡ଼ ଧରଣର ଲୁଟ ପାଇଁ ଷଡ଼ଯନ୍ତ୍ର କରୁଥିଲେ। ଏନେଇ ପୁଲିସକୁ ସୂଚନା ମିଳିବା ପରେ ପୁଲିସ ସେଠାରେ ଚଢାଉ କରିଥିଲା। ସେହି ସମୟରେ ହୃଷିକେଶ ପୁଲିସ ଉପରକୁ ଗୁଳି ଚାଳନା କରିଥିଲା। ଫଳରେ ପୁଲିସର ପାଲଟା ଗୁଳିରେ ହୃଷିକେଶର ଗୋଡ଼ରେ ଗୁଳି ବାଜିଥିଲା। ଏହାପରେ ତା’କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories