www.samajalive.in
Saturday, December 6, 2025
15.1 C
Bhubaneswar

୯ ମାସର ଗର୍ଭବତୀଙ୍କୁ ହତ୍ୟା କରି ଶାଶୁଘର ଲୋକେ ଫେରାର

କେନ୍ଦ୍ରାପଡା : କେନ୍ଦ୍ରାପଡା ରାଜନଗର ଥାନା ବାଲିସାହିପାଟଣା ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ଶନିବାର ସାମ୍ନାକୁ ଆସିଛି । ଜଣେ ୯ ମାସର ଗର୍ଭବତୀ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଆଳି ଥାନା ଅନ୍ତର୍ଗତ ନଳପାହି ଗାଁର ଜୈରାମ ପରିଡାଙ୍କ ଝିଅ କଳ୍ପନା ପରିଡା ବାଲିସାହିପାଟଣା ଗାଁର ଦୀପକଙ୍କୁ ବିବାହ କରିଥିଲେ । ବିବାହ ପରେ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରିବା ସହ ଝିଅକୁ ନିର୍ଯାତନା ଦେଉଥିଲେ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗତକାଲି ଶାଶୁଘର ଲୋକେ ତାଙ୍କ ଝିଅକୁ ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ରାଜନଗର ପୁଲିସ ଘଟଣାର ତଦନ୍ତ କରୁଥିବା ବେଳେ ଶାଶୁଘର ଲୋକେ ଫେରାର ରହିଛନ୍ତି ବୋଲି ସୂଚନା ମିଳିଛି ।

ଦେଖନ୍ତୁ ଛାତିଥରା ଭିଡିଓ ; ସାଙ୍ଗଙ୍କ ସହ ରାଫ୍ଟିଂ ପାଇଁ ଯାଇ ଋଷିକେଶ ନଦୀରେ ଭାସି ଯାଇ ଚାଲିଗଲା ଜୀବନ, ଜୀବନ ରକ୍ଷା କରିବାକୁ କରୁଥିଲେ ସଂଘର୍ଷ

ଶନିଙ୍କ ରାଶିରେ ରାହୁଙ୍କ ଚଳନ ; ମେ’ରେ ଏହି ରାଶି ହେବେ ମାଲାମାଲ୍‌

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories