ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ

କେନ୍ଦ୍ରାପଡା : ପୁଣି ଜୀଅନ୍ତା ଜଳିଗଲେ ଯୁବତୀ । ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ । ଏଭଳି ଏକ ଅଭାବନୀୟ ଘଟଣା ବୁଧବାର ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଘଟିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି … Continue reading ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ