କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଳକ ବିଦ୍ୟୁତ ବିଭାଗ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ରାଜନଗର ଓ ପଟ୍ଟାମୁଣ୍ଡାଇ ବ୍ଲକର କାର୍ଯ୍ୟରତ ସାମ୍ବାଦିକ ମାନେ ଧାରଣା ଦେଇଥିବା ଦେଖି ବାକୁ ମିଳିଛି। ସହକାରୀ ଯନ୍ତ୍ରୀ କୁଳମଣି ସେଠୀ ସାଧାରଣ ଲୋକଙ୍କ ସମସ୍ୟା ସମ୍ପର୍କରେ କିଛି କଥା ବୁଝିବାକୁ ଆସିଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ଦୁର୍ବ୍ୟବହାର କରିଥିବା ପ୍ରତିବାଦ କରି, ତାଙ୍କ ବଦଳି ଦାବି କରି ଧାରଣାରେ ବସି ରହିଛନ୍ତି।
Popular Categories



