www.samajalive.in
Sunday, December 14, 2025
19.1 C
Bhubaneswar

ଦାୟିତ୍ୱରେ ଅବହେଳା – କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ନିଲମ୍ବିତ

ଡେସ୍କ: କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି କରାଯାଇଥିବା ଆଦେଶରୁ ଏହା ସ୍ପଷ୍ଟ ହୋଇଛି। ଦାୟିତ୍ୱରେ ଅବହେଳା ଯୋଗୁ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କୁ ତୁରନ୍ତ ନିଲମ୍ବିତ କରାଯାଇଛି ଏବଂ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଏହି ଆଦେଶ ବଳବତ୍ତର ରହିବ ବୋଲି ନିର୍ଦ୍ଦେଶନାମାରେ କୁହାଯାଇଛି।

ନିର୍ବାଚନ ଜାଲିଆତିରେ ମୁଖ୍ୟ ନିର୍ବାଚନ କମିଶନର ଓ ମୁଖ୍ୟ ବିଚାରପତି ସମ୍ପୃକ୍ତ

- Advertisement -

ସୂଚନା ଅନୁଯାୟୀ, କେନ୍ଦ୍ରାପଡ଼ାର ଜିଲ୍ଲା ଶିକ୍ଷାଧିକାରୀ ଶୁଭଲକ୍ଷ୍ମୀ ନାୟକଙ୍କ ବିରୋଧରେ ଓସିଏସ୍ ନିୟମ, ୧୯୬୨ର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ମାମଲା ବିଚାରାଧୀନ ରହିଛି। ନିଲମ୍ବନ ପରେ ଶ୍ରୀମତୀ ନାୟକଙ୍କୁ ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କର୍ତ୍ତୃପକ୍ଷଙ୍କ ବିନା ଅନୁମତିରେ ଶ୍ରୀମତୀ ନାୟକ ମୁଖ୍ୟାଳୟ ଛାଡ଼ିବେ ନାହିଁ।

ମାମଲା ସଂଖ୍ୟା ହ୍ରାସ ପାଇଁ ନିମ୍ନ ଅଦାଲତ ଉପରେ ଧ୍ୟାନ ଦେବାର ଆବଶ୍ୟକତା ରହିଛି – ପ୍ରଧାନ ବିଚାରପତି

Hot this week

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

Related Articles

Popular Categories