www.samajalive.in
Sunday, December 7, 2025
14.1 C
Bhubaneswar

କେନ୍ଦ୍ରାପଡ଼ା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ ମାନ୍ୟତା

ଡେସ୍କ: କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିଥିବା ଜଣାପଡିଛି। ଏ ନେଇ ବହୁ ଦିନରୁ ଦାବି ହୋଇ ଆସୁଥିଲା। ୨୦୨୦ରେ ଜିଆଇ ମାନ୍ୟତା ପାଇଁ ଆବେଦନ କରିଥିଲା କେନ୍ଦ୍ରାପଡ଼ା ରସାବଳି ମିଷ୍ଟାନ୍ନ ନିର୍ମାତା ସଂଘ। ମାନ ଓ ଗୁଣବତ୍ତା ଯାଞ୍ଚ ପରେ ଏହି ସ୍ୱୀକୃତି ମିଳିଛି।

କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ ମାନ୍ୟତା ମିଳିବା ଓଡ଼ିଶା ପାଇଁ ଗୌରବର ବିଷୟ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଖାଦ୍ୟ ସଂସ୍କୃତି ଏବଂ ପରମ୍ପରାରେ ରସାବଳିର ବିଶେଷ ମହତ୍ଵ ରହିଛି। ଏହି ଅବସରରେ ସେ ସମଗ୍ର ଓଡ଼ିଶାବାସୀ, ଜିଲ୍ଲା ପ୍ରଶାସନ ବିଶେଷ କରି କେନ୍ଦ୍ରାପଡ଼ାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories