www.samajalive.in
Saturday, December 13, 2025
15.1 C
Bhubaneswar

ବଜ୍ରକାପ୍ତା ଉଦ୍ଧାର, ଅଭିଯୁକ୍ତ ଗିରଫ

କେନ୍ଦୁଝରଗଡ଼: କେନ୍ଦୁଝର ବନଖଣ୍ଡ ଅଧିକାରୀ ଧନରାଜ ଏଚ.ଡି ଏକ ବିଶ୍ୱସ୍ତସୂତ୍ରରୁ ଖବର ପାଇ ତେଲକୋଇ ବନପାଳ ପ୍ରଦୀପ କୁମାର ସାହୁ ଏବଂ ଅନ୍ୟ ବନ ବିଭାଗ କର୍ମଚାରୀଙ୍କ ସହାୟତାରେ ଛଦ୍ମବେଶରେ କାଞ୍ଜିପାଣିଘାଟିର ଟାଙ୍ଗରପଡା ଗ୍ରାମକୁ ଯାଇଥିଲେ। ଟାଙ୍ଗରପଡ଼ା ଗ୍ରାମରେ ସେମାନେ ଏକ ବଜ୍ରକାପ୍ତାକୁ ଉଦ୍ଧାର କରିବା ସହ ଅଭିଯୁକ୍ତ ବାବୁଲି ପ୍ରଧାନ (୨୯)ଙ୍କୁ ଗିରଫ କରିଥିଲେ। ଏଭଳି ବେଆଇନ କାର୍ଯ୍ୟ ପାଇଁ ବନ୍ୟପ୍ରାଣୀ ସୁରକ୍ଷା ଆଇନ-୧୯୭୨ର ଉଲ୍ଲଙ୍ଘନ ପାଇଁ ବିଜେପି ରେଞ୍ଜରେ ଓଆର କେସ୍‍ ନଂ-୨ବିଜେ ୨୦୨୩-୨୪ ଅନୁଯାୟୀ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରହିଛି।

ସୂଚନାଯୋଗ୍ୟ ଯେ, ଉଦ୍ଧାର ବଜୟକାପ୍ତାର ବୟସ ୩ବର୍ଷ ହୋଇଥିବା ବେଳେ ଏବେ ବଜ୍ରକାପ୍ତାଟି ସୁସ୍ଥ ଥିବା କେନ୍ଦୁଝର ଡିଏଫଓ ଧନରାଜ ଏଚ୍‍.ଡି କହିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories