www.samajalive.in
Sunday, December 7, 2025
14.1 C
Bhubaneswar

ଛୁଆକୁ ଛାଡି ଝୁଲି ପଡିଲେ ବାପା,ମା

ସମାଜ ଡିଜିଟାଲ ଡେସ୍କ: ଘର ଭିତରେ କୁନି ଝିଅକୁ ଛାଡି ଝୁଲି ପଡିଲେ ବାପା ଓ ମା’ । କେନ୍ଦୁଝର ଜିଲା ସଦର ଥାନା ଯୋଗୀମଠ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଦମ୍ପତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି ପୁଲିସ । ସୂଚନା ଅନୁସାରେ ବାପା ମା ଘରେ କୁନି ଝିଅଟିକୁ ଛାଡି ଘର ପାଖ ଗଛରେ ଆତ୍ମହତ୍ୟା କରିଛନ୍ତି । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories