www.samajalive.in
Saturday, December 6, 2025
14.1 C
Bhubaneswar

ଧାନ ଡ଼ୋଲି ତଳେ ଚାପି ହୋଇ ସ୍ତ୍ରୀ ମୃତ ; ସ୍ୱାମୀ ଗୁରୁତର

କେନ୍ଦୁଝର : କେନ୍ଦୁଝର ଜିଲା ଆନନ୍ଦପୁର ଅନ୍ତର୍ଗତ ବାହିଆବାରଦଣ୍ଡା ଗାଁରେ ସୋମବାର ଏକ ଅଘଟଣ ଘଟିଥିବା ଜଣାପଡ଼ିଛି। ଧାନ ଡ଼ୋଲି ତଳେ ଚାପି ହୋଇ ଦମ୍ପତିଙ୍କ ମଧ୍ୟରୁ ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ୱାମୀ ଗୁରୁତର ଆହତ ହୋଇଛନ୍ତି। ରାତିରେ ଧାନ ଡୋଲି ତଳେ ଶୋଇଥିବା ବେଳେ ଭାଙ୍ଗିପଡିବାରୁ ଏଭଳି ଅଘଟଣ ଘଟିଛି ବୋଲି ପ୍ରାର୍ଥମିକ ତଦନ୍ତରୁ ଜଣାପଡ଼ିଛି। ଧାନ ଡୋଲି ଉଭୟ ଦମ୍ପତିଙ୍କ ଉପରେ ଭାଙ୍ଗିପଡିଥିଲା। ଘଟଣା ବିଷୟରେ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories