www.samajalive.in
Sunday, December 14, 2025
26.1 C
Bhubaneswar

ଟ୍ରକ୍‍ ଧକ୍କାରେ ବାଇକ୍‍ ଆରୋହୀ ମୃତ

କେନ୍ଦୁଝର/ବାଂଶପାଳ: କେନ୍ଦୁଝର ଜିଲା ୪୯ନମ୍ବର ଜାତୀୟ ରାଜପଥ ଅଞ୍ଜରଠାରେ ସୋମବାର ସନ୍ଧ୍ୟାରେ ଟ୍ରକ୍‍ ଧକ୍କାରେ ମୋଟର ସାଇକେଲ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ନାମ ମକରଧ୍ୱଜ ତ୍ରିପାଠୀ ବୋଲି ଜଣାପଡିଛି। ଏହି ଘଟଣାରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଖବର ଲେଖା ହେବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ହଟିନଥିବା ଜଣାପଡିଛି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories